ଏବେବି ପଡୁଛ ମନେ

ଦିନ ବିତି ଗଲା ରାତ୍ରି ଆଗମନେ
ଏବେବି ପଡୁଛ ମାନେ
ତୁମ ସଂଗେ ବିତା ସମୟକୁ ମୁଁ
ଦେଖୁଅଛି ଦିବା ସ୍ୱପ୍ନେ…..।।

ପଲକ ପଡୁନି ଝଲକ ତୁମେ
ପୁଲକିତ ମର୍ମେ ମର୍ମେ
ପ୍ରୀତି ନୟନରେ ପ୍ରେମର ଇଙ୍ଗିତ
ଦୃଶ୍ୟମାନ କୋଣେ କୋଣେ….।।

http://www.mukunddev.com

Leave a comment